Translate

BARGARH NEWS : ଟିପିଡବ୍ଲ୍ୟୁଓଡିଏଲ୍ ପକ୍ଷରୁ 132/33 କେ.ଭି. ଭଟଲି ଏବଂ ଡିଭିଜନ-1 ଗ୍ରୀଡ୍ ସବଷ୍ଟେସନରେ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବରଗଡ଼ ଜିଲ୍ଲାରେ ଆସନ୍ତା ଅଗଷ୍ଟ 5 ତାରିଖ (ସୋମବାର) ଦିନ ବିଦ୍ୟୁତ୍ ଯୋଗାଣ ବନ୍ଦ ରହିବ



ଟିପିଡବ୍ଲ୍ୟୁଓଡିଏଲ୍ ପକ୍ଷରୁ 132/33 କେ.ଭି. ଭଟଲି ଏବଂ ଡିଭିଜନ-1 ଗ୍ରୀଡ୍ ସବଷ୍ଟେସନରେ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବରଗଡ଼ ଜିଲ୍ଲାରେ ଆସନ୍ତା ଅଗଷ୍ଟ 5 ତାରିଖ (ସୋମବାର) ଦିନ ବିଦ୍ୟୁତ୍ ଯୋଗାଣ ବନ୍ଦ ରହିବ

ବୁର୍ଲା, 03.08.2024: ପଶ୍ଚିମ ଓଡ଼ିଶାର ବିଦ୍ୟୁତ୍ ବିତରଣ କମ୍ପାନୀ ଟିପିଡବ୍ଲ୍ୟୁଓଡିଏଲ୍ ପକ୍ଷରୁ ବରଗଡ଼ ଡିଭିଜନ-1 ସ୍ଥିତ ଗ୍ରୀଡ଼ ସବଷ୍ଟେସନରେ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବରଗଡ଼ ଟାଉନ ଅନ୍ତର୍ଗତ ଆଶାକିରନ୍ ଅଞ୍ଚଳ, ଭଟଲି ଛକ, ଘୁଲିପାଲି, ନଦୀଖଣ୍ଡି, ତଲିପଡ଼ା, ନିଗମାନନ୍ଦ ବିହାର, ଲ. କଲେଜ ରୋଡ ଆଦି ଅଞ୍ଚଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ତା. 05.08.2024 ରିଖ (ସୋମବାର) ଦିନ ସକାଳ 8 ଟାରୁ ଅପରାହ୍ନ 2 ଟା ପର୍ଯ୍ୟନ୍ତ ବିଦ୍ୟୁତ୍ ଯୋଗାଣ ବନ୍ଦ ରହିବ ।

ସେହିପରି ଭାବେ ଟିପିଡବ୍ଲ୍ୟୁଓଡିଏଲ୍ ପକ୍ଷରୁ ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ 132/33 କେ.ଭି. ଭଟଲି ଗ୍ରୀଡ଼ ସବଷ୍ଟେସନରେ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି କନ୍ଦପଲା, ଅମ୍ବାବାନା, ଭୁକ୍ତା ଓ ଡୁଙ୍ଗୁରି ଆଦି ଅଞ୍ଚଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ତା. 05.08.2024 ରିଖ (ସୋମବାର) ଦିନ ସକାଳ 8 ଟାରୁ ଅପରାହ୍ନ 2 ଟା ପର୍ଯ୍ୟନ୍ତ ବିଦ୍ୟୁତ୍ ଯୋଗାଣ ବନ୍ଦ ରହିବ ।

ଏହି ରକ୍ଷଣାବେକ୍ଷଣ କାର୍ଯ୍ୟ ସ୍ଥିର, ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ୍ ସେବା ପାଇଁ ଅତ୍ୟନ୍ତ ଜରୁରୀ ଅଟେ । ତେଣୁ ସାମୟିକ ସମୟ ପାଇଁ ବିଦ୍ୟୁତ୍ ସେବା ବ୍ୟାହତ ହେବା ଲାଗି ଟିପିଡବ୍ଲ୍ୟୁଓଡିଏଲ୍ କତୃପକ୍ଷ ଦୁଃଖ ପ୍ରକାଶ କରିବା ସହ ଉକ୍ତ ଅଞ୍ଚଳର ବିଦ୍ୟୁତ୍ ଗ୍ରାହକ ତଥା ଜନସାଧାରଣଙ୍କ ସହଯୋଗ କାମନା କରୁଅଛନ୍ତି ।

କର୍ପୋରେଟ୍ ଯୋଗାଯୋଗ ଏବଂ ସରକାରୀ ସମ୍ପର୍କ ମୁଖ୍ୟ
    ଟିପିଡବ୍ଲ୍ୟୁଓଡିଏଲ୍, କର୍ପୋରେଟ୍ କାର୍ଯ୍ୟାଳୟ, ବୁର୍ଲା

Post a Comment

COMMENT YOUR THOUGHT

Previous Post Next Post

AD : Contact for Advertisement

Samaleswari Agencies Bargarh | Best Wholesale & Retail Stationary Shop

Send Your News In Our WhatsApp OR Email .shreeshyamsandesh@gmail.com.....

Shorts From Shree Shyam sandesh News YouTube Channel

Shree Shyam Sandesh Web News
Welcome to Shree Shyam Sandesh Web News. Get Latest News Updates. हिंदी और उड़िया भाषा में भी उपलब्ध।
Advertise with Shree Shyam Sandesh News!
Boost your business by reaching thousands of viewers on our Website and YouTube Channel.
Contact Us: 8249070178
Visit: www.shreeshyamsandeshnews.in
YouTube: Shree Shyam Sandesh News
Affordable Rates | Effective Reach
Call Now for Enquiry!
Shree Shyam Sandesh News

Follow Us

Attractive Image

Video News

VIDEO NEWS

News Label

ADVT.

Advertise with Shree Shyam Sandesh News!
Boost your business by reaching thousands of viewers on our Website and YouTube Channel.
Contact Us: 8249070178
Visit: www.shreeshyamsandeshnews.in
YouTube: Shree Shyam Sandesh News
Affordable Rates | Effective Reach
Call Now for Enquiry!
error: Content is protected !!